ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ସର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ୍ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
SR
Chief Minister of Assam, Shri @himantabiswa, met Prime Minister @narendramodi.@CMOfficeAssam pic.twitter.com/ONACdzKCYe
— PMO India (@PMOIndia) February 3, 2025