ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ @gupta_rekha ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”
SR
CM of Delhi, Smt. @gupta_rekha Ji, met Prime Minister @narendramodi. pic.twitter.com/2EV8ie9qJG
— PMO India (@PMOIndia) February 22, 2025