ଗୁଜରାଟ ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି;
“ଗୁଜରାଟ ରାଜ୍ୟପାଳ ଶ୍ରୀ @ADevvrat ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
SR
Governor of Gujarat, Shri @ADevvrat, met Prime Minister @narendramodi. pic.twitter.com/3jDpR2AIE6
— PMO India (@PMOIndia) March 18, 2025