Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ


ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଇ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ @vishnudsai ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।

@ChhattisgarhCMO”

SR