ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୋଆର ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ଆଜି ନୂଆଦିଲ୍ଲୀ ଠାରେ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି:
“ଗୋଆର ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
The CM of Goa @DrPramodPSawant called on PM @narendramodi. pic.twitter.com/XDR6FtfqwM
— PMO India (@PMOIndia) April 29, 2022
HS
The CM of Goa @DrPramodPSawant called on PM @narendramodi. pic.twitter.com/XDR6FtfqwM
— PMO India (@PMOIndia) April 29, 2022