Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍ତ୍ରୀ ପରିଷଦ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘ମନ୍ତ୍ରୀ ପରିଷଦ ବୈଠକ ସଫଳ ହୋଇଛି । ବୈଠକରେ ଆମେ ବିଭିନ୍ନ ନୀତି ବାବଦରେ ମତ ବିନିମୟ କରିଛୁ ।’

SR