Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସହିତ ଘୂର୍ଣ୍ଣିଝଡ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କେତେକ ଅଞ୍ଚଳରେ ଘୂର୍ଣ୍ଣିଝଡ ପରିସ୍ଥିତି ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଓଡିଶାର କେତେକ ଅଞ୍ଚଳରେ ଘୂର୍ଣ୍ଣିଝଡ ପରିସ୍ଥିତି ବିଷୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜୀଙ୍କ ସହିତ ଆଲୋଚନା ହୋଇଥିଲା । ଏହି ପ୍ରତିକୂଳ ପରିସ୍ଥିତିକୁ ଦୂର କରିବାରେ କେନ୍ଦ୍ର ସମସ୍ତ ପ୍ରକାର ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛି । ସମସ୍ତଙ୍କ ସୁରକ୍ଷା ତଥା କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି ।”

HS