Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଭଗବାନ ଶ୍ରୀରାମଙ୍କ ଓଡ଼ିଆ ଭକ୍ତି ଭଜନ “ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ” ପୋଷ୍ଟ କରିଛନ୍ତି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରୋଜ ରଥଙ୍କ ସଙ୍ଗୀତ ରଚନାରେ ନମିତା ଅଗ୍ରୱାଲ ଗାଇଥିବା ପ୍ରଭୁ ଶ୍ରୀରାମଙ୍କ ଉପରେ ଆଧାରିତ ଓଡ଼ିଆ ଭକ୍ତି ଭଜନ “ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ” ପୋଷ୍ଟ କରିଛନ୍ତି ।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଭାରତର ପ୍ରତ୍ୟେକ ପ୍ରାନ୍ତରେ ପ୍ରଭୁ ଶ୍ରୀରାମଙ୍କ ପ୍ରତି ଭକ୍ତି ରହିଛି । ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ମାନଙ୍କୁ ତାଙ୍କ ପ୍ରତି ସମର୍ପିତ ଅନେକ ଭଜନ ଦେଖିବାକୁ ମିଳିବ । ଏଠାରେ ଓଡ଼ିଆରେ ହୋଇଥିବା ଏଭଳି ଏକ ପ୍ରୟାସ ।

*****

SSP