Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ X ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମାତୃଭୂମିର ପ୍ରକୃତ ସେବକ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଜୟନ୍ତୀ ଅବସରରେ ହୃଦୟରୁ ଶ୍ରଦ୍ଧାଞ୍ଜଳି । ସ୍ୱାଧୀନତା ସଂଗ୍ରାମରେ ସେ ନୂତନ ଶକ୍ତି ଯୋଗାଇବା ପାଇଁ ଯେଉଁଭଳି ଭାବରେ କାର୍ଯ୍ୟ କରିଥିଲେ, ତାହା ମଧ୍ୟ ଦେଶର ଅମର ଯାତ୍ରା ପାଇଁ ପ୍ରେରଣା ଯୋଗାଇଥାଏ ।

***

SSP