Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ସ୍ୱାଗତ କରିବାକୁ ଆଗ୍ରହୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ସ୍ୱାଗତ କରିବାକୁ ଆଗ୍ରହୀ ।

ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି :

ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍‌, ଆମେ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଆପଣଙ୍କୁ ସ୍ୱାଗତ କରିବାକୁ ଉତ୍ସାହର ସହ ଅପେକ୍ଷା କରିଛୁ । ଆମେ ଭାରତ – ଫ୍ରାନ୍ସ ରଣନୈତିକ ଭାଗିଦାରୀ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧରେ ମିଳିତ ବିଶ୍ୱାସକୁ ମଧ୍ୟ ପାଳନ କରିବୁ । ଖୁବ୍ ଶୀଘ୍ର ଦେଖାହେବ ! “

ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ୍‌, ଆମେ ୭୫ତମ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଆପଣଙ୍କୁ ସ୍ୱାଗତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛୁ । ଆମେ ଭାରତ – ଫ୍ରାନ୍ସ ରଣନୈତିକ ଭାଗିଦାରୀ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧରେ ମିଳିତ ବିଶ୍ୱାସକୁ ମଧ୍ୟ ପାଳନ କରିବୁ । ଖୁବ୍ ଶୀଘ୍ର ଦେଖାହେବ ! https://t.co/jvzvOY2NNa

— Narendra Modi (@narendramodi) December 22, 2023

*****

SSP