Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସର ଲା ସେନ୍ ମ୍ୟୁଜିକାଲରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଥିଲେ

ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ବହୁମୁଖୀ ଭାରତଫ୍ରାନ୍ସ ରଣନୀତିକ ଭାଗିଦାରୀ ଉପରେ ଆଲୋକପାତ କରିଥିଲେ ଯାହା ୨୫ତମ ବାର୍ଷିକୀ ପାଳନ କରୁଛି

ପ୍ରଧାନମନ୍ତ୍ରୀ ମଧ୍ୟ ଫ୍ରାନ୍ସର ମାର୍ସେଲରେ ନୂତନ କନସୁଲେଟ୍ ଖୋଲିବା ବିଷୟରେ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀ ଫ୍ରାନ୍ସରେ ଭାରତୀୟ ସମ୍ପ୍ରଦାୟର ଅବଦାନ ଉପରେ ଅଲୋକପାତ କରିଥିଲେ, ଯେଉଁମାନେ ଭାରତଫ୍ରାନ୍ସ ସହଭାଗୀତାର ଏକ ଦୃଢ ମୂଳଦୁଆ ଗଠନ କରିଥିଲେ

HS