Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ୟାରିସ୍ ପାରାଲିମ୍ପିକ୍ସରେ ଆର୍‌୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍‌ଏଚ୍‌୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାମନ୍ତ୍ରୀ କହିଛନ୍ତି ଯେ, ଅବନୀ ଲେଖରା ମଧ୍ୟ ଇତିହାସ ସୃଷ୍ଟି କରିଛନ୍ତି, କାରଣ ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଆଥଲେଟ୍ ଟିଏ ୩ଟି ପାରାଲିମ୍ପିକ୍ ପଦକ ଜିତିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

ପାରାଲିମ୍ପିକ୍ସ ୨୦୨୪ରେ ଭାରତ ନିଜର ପଦକ ଖାତା ଖୋଲିଛି !

ଆର୍ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ଜିତିବା ପାଇଁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ୩ଟି ପାରାଲିମ୍ପିକ୍ ପଦକ ଜିତିବାରେ ସେ ପ୍ରଥମ ଭାରତୀୟ ମହିଳା ଆଥ୍ଲେଟ ହୋଇଥିବାରୁ, ସେ ଇତିହାସ ସୃଷ୍ଟି କରିଛନ୍ତି। ତାଙ୍କର ଉତ୍ସର୍ଗ ତଥା ଉଦ୍ୟମ ଭାରତକୁ ଗର୍ବିତ କରିଛି

#Cheer4Bharat

 

SR