Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଫ୍ରାନ୍ସ ସିନେଟ ଅଧ୍ୟକ୍ଷଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଫ୍ରାନ୍ସ ସିନେଟ ଅଧ୍ୟକ୍ଷଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁଲାଇ ୧୩ରେ ଫ୍ରାନ୍ସ ସିନେଟ ଅଧ୍ୟକ୍ଷ ଜେରାଡ ଲର୍ଚରଙ୍କୁ ଭେଟିଛନ୍ତି

ପ୍ରଧାନମନ୍ତ୍ରୀ ମୋଦୀ ଭାରତଫ୍ରାନ୍ସ ସହଭାଗିତାର ଆଧାର ଭାବେଗଣତନ୍ତ୍ର, ସ୍ୱାଧୀନତା ଏବଂ ସମାନତାଉପରେ ଫୋକସ କରିଥିଲେ

ଆଲୋଚନାରେ ଜି୨୦କୁ ନେଇ ଭାରତର ପ୍ରାଥମିକତା, ଟେକ୍ନୋଲୋଜିର ବ୍ୟବହାରରେ ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଦୁଇ ସଦନ ମଧ୍ୟରେ ସହଯୋଗ ସମେତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗରେ ପରସ୍ପରର ମଙ୍ଗଳକୁ ଗୁରୁତ୍ୱ ଦିଆଯାଇଥିଲା

SR