Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟପ୍ରାଣୀ ପ୍ରେମୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେ କହିଛନ୍ତି ଯେ ଏହି ଦିବସ ଆମ ପୃଥିବୀରେ ଜୀବନର ଅବିଶ୍ୱସନୀୟ ବିବିଧତାକୁ ପାଳନ କରେ ଏବଂ ଏହାର ସୁରକ୍ଷା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇଥାଏ ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି:

ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ସମସ୍ତ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା । ଏହା ଆମ ପୃଥିବୀରେ ଜୀବନର ଅବିଶ୍ୱସନୀୟ ବିବିଧତାକୁ ପାଳନ କରିବା ଏବଂ ଏହାର ସୁରକ୍ଷା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଦିନ। ସ୍ଥାୟୀ ଅଭ୍ୟାସ ଏବଂ ବନ୍ୟଜନ୍ତୁ ସଂରକ୍ଷଣ ପ୍ରୟାସକୁ ସମର୍ଥନ କରୁଥିବା ସମସ୍ତଙ୍କୁ ମୁଁ ପ୍ରଶଂସା କରୁଛି।

 

BS