Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବେଙ୍ଗାଲୁରୁର କେମ୍ବ୍ରିଜ ଲେଆଉଟଠାରେ ଭାରତର ପ୍ରଥମ ୩ଡି ମୁଦ୍ରିତ ପୋଷ୍ଟ ଅଫିସର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର କେମ୍ବ୍ରିଜ ଲେଆଉଟଠାରେ ଭାରତର ପ୍ରଥମ ୩ଡି ମୁଦ୍ରିତ ଡାକ ଅଫିସ୍ ଆମ ଦେଶର ଅଭିନବ ତଥା ପ୍ରଗତିର ପ୍ରମାଣ ବୋଲି କହିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘ବେଙ୍ଗାଲୁରୁର କେମ୍ବ୍ରିଜ ଲେଆଉଟଠାରେ ଭାରତର ପ୍ରଥମ ୩ଡି ମୁଦ୍ରିତ ପୋଷ୍ଟ ଅଫିସ ଦେଖି ପ୍ରତ୍ୟେକ ଭାରତୀୟ ଗର୍ବିତ ହେବେ ଆମଦେଶର ଉଦ୍ଭାବନ ଏବଂ ପ୍ରଗତିର ଏହା ଏକ ପ୍ରମାଣ ଏବଂ ଆତ୍ମନିର୍ଭରଶୀଳ ଭାରତର ଆତ୍ମାକୁ ମଧ୍ୟ ଏହା ଦର୍ଶାଉଛି ଡାକଘର କାମ ସମ୍ପୂର୍ଣ୍ଣ ହୋଇଥିବା ନେଇ ସୁନିଶ୍ଚିତ କରାଇବା ପାଇଁ କଠିନ ପରିଶ୍ରମ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଶଂସା ।’

SR