ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୠଷି ସୁନାକଙ୍କ ସହ କଥା ହୋଇଛନ୍ତି ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଆଜି ଋଷି ସୁନାକଙ୍କ ସହ କଥା ହୋଇ ଆନନ୍ଦିତ । ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ । ଆମର ବ୍ୟାପକ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ କରିବୁ । ଆମେ ଏକ ବ୍ୟାପକ ଏବଂ ସନ୍ତୁଳିତ ଏଫ୍ଟିଏ ଶୀଘ୍ର ସମାପନ ଉପରେ ସହମତ ହେବୁ ।”
Glad to speak to @RishiSunak today. Congratulated him on assuming charge as UK PM. We will work together to further strengthen our Comprehensive Strategic Partnership. We also agreed on the importance of early conclusion of a comprehensive and balanced FTA.
— Narendra Modi (@narendramodi) October 27, 2022
HS