ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଦୋଦରାର ହର୍ନି ହ୍ରଦରେ ଏକ ଡଙ୍ଗା ବୁଡ଼ି ଘଟଣାରେ ଲୋକଙ୍କ ଜୀବନହାନି ଯୋଗୁ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରତି ମୃତକଙ୍କ ପରିବାରକୁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ସେ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ଭଦୋଦରାର ହର୍ନି ହ୍ରଦରେ ଏକ ଡଙ୍ଗା ବୁଡ଼ିଯିବା ଯୋଗୁ ହୋଇଥିବା ଜୀବନହାନି ପାଇଁ ବ୍ୟଥିତ । ଶୋକସନ୍ତପ୍ତ ପରିବାରକୁ ଏହି ଦୁଃଖଦ ସମୟରେ ମୋର ସମବେଦନା । ଆହତଙ୍କ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସବୁ ପ୍ରକାର ସହାୟତା କରୁଛି ।
ପ୍ରତି ମୃତକଙ୍କ ପରିବାରକୁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ।’
Distressed by the loss of lives due to a boat capsizing at the Harni lake in Vadodara. My thoughts are with the bereaved families in this hour of grief. May the injured recover soon. The local administration is providing all possible assistance to those affected.
An ex-gratia…
— PMO India (@PMOIndia) January 18, 2024
SR