Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତରୁ ବାଦ୍ୟ ଯନ୍ତ୍ରଗୁଡିକର ରପ୍ତାନୀ ବୃଦ୍ଧିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତରୁ ବାଦ୍ୟ ଯନ୍ତ୍ରଗୁଡିକର ରପ୍ତାନୀ ବୃଦ୍ଧି ହେଉଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି । ଏପ୍ରିଲ- ସେପ୍ଟେମ୍ବର ୨୦୧୩ ତୁଳନାରେ ଏପ୍ରିଲ-ସେପ୍ଟେମ୍ବର ୨୦୨୨ରେ ଭାରତରୁ ବାଦ୍ୟ ଯନ୍ତ୍ରଗୁଡିକର ରପ୍ତାନୀ ୩.୫ ଗୁଣରୁ ଅଧିକ ବୃଦ୍ଧି ହୋଇଛି । 

ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୁଷ ଗୋୟଲଙ୍କ ଟ୍ୱିଟକୁ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଏହା ଉତ୍ସାହଜନକ । ବିଶ୍ୱ ସ୍ତରରେ ଭାରତୀୟ ସଂଗୀତର ଲୋକପ୍ରିୟତା ବଢୁଥିବାରୁ ଏ କ୍ଷେତ୍ରରେ ଅଗ୍ରସର ହେବାର ସୁଯୋଗ ରହିଛି ।   

 

SR