Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଭାରତର ପ୍ରଧାନ ବିଚାରପତି ଭାବେ ଶପଥ ନେଇଥିବା ଡଃ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କୁ ଅଭିନନ୍ଦନ । ତାଙ୍କ ସଫଳ କାର୍ଯ୍ୟକାଳ କାମନା କରୁଛି ।”  

 

SR