Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭୁବନେଶ୍ଵର ସମ ହସ୍ପିଟାଲ ଅଗ୍ନି ବିପନ୍ନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ଭୁବନେଶ୍ଵରସ୍ଥିତ ସମ ହସ୍ପିଟାଲରେ 17.10.2016ରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ 2 ଲକ୍ଷ ଏବଂ ଗୁରୁତର ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ସହାୟତା ପାଣ୍ଠିରୁ ପ୍ରଦାନ କରାଯିବା ପାଇଁ ଘୋଷଣା କରିଛନ୍ତି ।