ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିର୍ସା ମୁଣ୍ଡାଙ୍କ ବଂଶଧର ଶ୍ରୀ ମଙ୍ଗଲ ମୁଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଭଗବାନ ବିର୍ସା ମୁଣ୍ଡାଙ୍କ ବଂଶଧର ମଙ୍ଗଲ ମୁଣ୍ଡାଙ୍କ ବିୟୋଗରେ ମୁଁ ଦୁଃଖିତ । ତାଙ୍କର ବିୟୋଗ ତାଙ୍କ ପରିବାର ସହ ଝାଡଖଣ୍ଡର ଜନଜାତୀୟ ସମାଜ ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖ ସମୟରେ ଇଶ୍ୱର ତାଙ୍କ ପରିବାରକୁ ଶକ୍ତି ପ୍ରଦାନ କରନ୍ତୁ । ଓମ୍ ଶାନ୍ତି !”
SR
भगवान बिरसा मुंडा जी के वंशज मंगल मुंडा जी के निधन से अत्यंत दुख हुआ है। उनका जाना उनके परिवार के साथ ही झारखंड के जनजातीय समाज के लिए भी अपूरणीय क्षति है। शोक की इस घड़ी में ईश्वर उनके परिजनों को संबल प्रदान करे। ओम शांति!
— Narendra Modi (@narendramodi) November 29, 2024