ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଡିଣ୍ଡୋରିରେ ସଡ଼କ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମ୍ଏନ୍ଆରଏଫ ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ବିଟରରେ ପୋଷ୍ଟ କରିଛି;
ମଧ୍ୟପ୍ରଦେଶର ଡିଣ୍ଡୋରିରେ ଘଟିଥିବା ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi
An ex-gratia of Rs. 2 lakh from PMNRF would be given to the next of kin of each deceased in the mishap in Dindori, MP. The injured would be given Rs. 50,000: PM @narendramodi https://t.co/15gyTtPM5X
— PMO India (@PMOIndia) February 29, 2024
BS