Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମନ କି ବାତ ପାଇଁ ବିଚାର ଓ ମତାମତ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୮,୨୦୨୨ ପୂର୍ବାହ୍ନ ୧୧ଟା ବେଳେ ପ୍ରସାରିତ ହେବାକୁ ଥିବା ମନ କି ବାତ କାର୍ଯ୍ୟକ୍ରମର ଆଗାମୀ ଅଧ୍ୟାୟ ପାଇଁ ଦେଶବାସୀଙ୍କ ଠାରୁ ବିଚାର ଓ ମତାମତ ଆହ୍ୱାନ କରିଛନ୍ତି । ମନ କି ବାତ ପାଇଁ ମତାମତ MyGov, Namo Appରେ ପଠାଇ ହେବ କିମ୍ବା ୧୮୦୦-୧୧-୭୮୦୦ ନମ୍ବର ଡାଏଲ କରି ବାର୍ତ୍ତା ରେକର୍ଡ ହୋଇପାରିବ ।  

MyGov ଆମନ୍ତ୍ରଣକୁ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଅଗଷ୍ଟ ୨୮ର #MannKiBaat କାର୍ଯ୍ୟକ୍ରମ ପାଇଁ ଆପଣମାନଙ୍କ ବିଚାର ଓ ମତାମତ ଅପେକ୍ଷାରେ ରହିଲି । MyGov କିମ୍ବା Namo Appରେ ନିଜ ବିଚାର ଲେଖନ୍ତୁ । ନଚେତ, ୧୮୦୦-୧୧-୭୮୦୦ ନମ୍ବର ଡାଏଲ କରି ବାର୍ତ୍ତା ରେକର୍ଡ କରାନ୍ତୁ ।”   

https://www.mygov.in/group-issue/inviting-ideas-mann-ki-baat-prime-minister-narendra-modi-28th-august-2022/?target=inapp&type=group_issue&nid=333371

 

SR