Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରଭିନ୍ଦ କୁମାର ଜଗନ୍ନାଥଙ୍କ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁଜୁରାଟ ଗସ୍ତ ବେଳେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଅବସରରେ ଉଭୟ ନେତା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରି ସାରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ କରିଛନ୍ତି;

ପ୍ରଧାନମନ୍ତ୍ରୀ@KumarJugnauthଙ୍କ ସହ ଆଲୋଚନା ବେଶ ଫଳପ୍ରଦ ହୋଇଛି । ଭାରତ ଓ ମରିସସ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ସମ୍ପର୍କରେ ଆମେ ଆଲୋଚନା କରିଛୁ ।

 

SR