Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଗାନ୍ଧୀ ଜୟନ୍ତୀର ସ୍ୱତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ଅର୍ପଣ କରିଛନ୍ତି

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

ଗାନ୍ଧୀ ଜୟନ୍ତୀର ବିଶେଷ ଅବସରରେ ମୁଁ ମହାତ୍ମା ଗାନ୍ଧୀଙ୍କୁ ପ୍ରଣାମ କରୁଛି ତାଙ୍କ କାଳଜୟୀ ଶିକ୍ଷା ଆମ ପଥକୁ ଆଲୋକିତ କରିଚାଲିଛି ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବିଶ୍ୱବ୍ୟାପୀ, ସମଗ୍ର ମାନବିକତାକୁ ଏକତା ଏବଂ କରୁଣାର ଭାବନାକୁ ଆଗକୁ ବଢ଼ାଇବା ପାଇଁ ପ୍ରେରଣା ଯୋଗାଏ ଆମେ ସର୍ବଦା ତାଙ୍କ ସ୍ୱପ୍ନ ପୂରଣ ପାଇଁ କାର୍ଯ୍ୟ କରିବା ତାଙ୍କ ଚିନ୍ତାଧାରା ପ୍ରତ୍ୟେକ ଯୁବକଙ୍କୁ ସେହି ପରିବର୍ତ୍ତନର ବାହକ ହେବାରେ ସକ୍ଷମ କରୁ, ଯାହାକି ସବୁବେଳେ ଏକତା ଏବଂ ସଦଭାବକୁ ପ୍ରୋତ୍ସହିତ କରିଥାଏ

 

SR