ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାନ ସାମାଜିକ ସଂସ୍କାରକ, ଚିନ୍ତକ, ଦାର୍ଶନିକ ତଥା ଲେଖକ ମହାତ୍ମା ଜ୍ୟୋତିବା ଫୁଲେଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଶ୍ରୀ ମୋଦୀ କହିଛନ୍ତି ଯେ, ମହାତ୍ମା ଜ୍ୟୋତିବା ଫୁଲେ ତାଙ୍କ ଜୀବନ କାଳରେ ମହିଳାଙ୍କ ଶିକ୍ଷା ଏବଂ ସେମାନଙ୍କ ସଶକ୍ତିକରଣ ପାଇଁ ପ୍ରତିବଦ୍ଧ ରହିଥିଲେ ।
ସାମାଜିକ ସଂସ୍କାର ପ୍ରତି ତାଙ୍କର ଉତ୍ସର୍ଗୀକୃତ ଭାବନା ଆଗାମୀ ପିଢି ପାଇଁ ପ୍ରେରଣାର ଉତ୍ସ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
महान समाजसेवी, विचारक, दार्शनिक एवं लेखक महात्मा ज्योतिबा फुले की जयंती पर उन्हें कोटि-कोटि नमन। वे जीवनपर्यंत महिलाओं की शिक्षा और उनके सशक्तिकरण के लिए प्रतिबद्ध रहे। समाज सुधार के प्रति उनकी निष्ठा आने वाली पीढ़ियों को प्रेरित करती रहेगी।
— Narendra Modi (@narendramodi) April 11, 2021
**********
TRP/