Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହା ବିଷୁବ ପଣା ସଂକ୍ରାନ୍ତି ଓ ଓଡିଆ ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ମହା ବିଷୁବ ପଣା ସଂକ୍ରାନ୍ତି ଓ ଓଡିଆ ନୂଆ ବର୍ଷର ଶୁଭ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ମହା ବିଷୁବ ପଣା ସଂକ୍ରାନ୍ତି ଓ ଓଡିଆ ନୂଆ ବର୍ଷର ଶୁଭେଚ୍ଛା । ନୂଆବର୍ଷ ଆପାର ଖୁସି ଓ ଉତ୍ତମ ସ୍ୱାସ୍ଥ୍ୟ ନେଇ ଆସୁ ।

 

SR