ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇ ଠାରେ ଭାରତ ରତ୍ନ ଲତା ମଙ୍ଗେଶକରଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୁମ୍ବାଇ ଠାରେ ଲତା ଦିଦିଙ୍କୁ ମୋର ଶେଷ ସମ୍ମାନ ପ୍ରଦାନ କରିଛି । https://t.co/3oKNLaMySB“
Paid my last respects to Lata Didi in Mumbai. pic.twitter.com/3oKNLaMySB
— Narendra Modi (@narendramodi) February 6, 2022
HS
Paid my last respects to Lata Didi in Mumbai. pic.twitter.com/3oKNLaMySB
— Narendra Modi (@narendramodi) February 6, 2022