ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ୍ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ ମଞ୍ଜୁର କରାଯାଇଛି।
ଏହି ମିଶନରେ ନିମ୍ନ ବ୍ୟବସ୍ଥା ରହିଛି
4. ଦୀର୍ଘସ୍ଥାୟୀ ଗୃହପାଳିତ ପ୍ରାଣୀ ସ୍ୱାସ୍ଥ୍ୟ ଓ ଉତ୍ପାଦନ : ମୋଟ ୧୭୦୨ କୋଟି ଟଙ୍କା ବ୍ୟୟ ଅଟକଳରେ ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନରୁ କୃଷକଙ୍କ ଆୟ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିରେ ନିମ୍ନଲିଖିତ ରହିଛି
5. ଉଦ୍ୟାନ କୃଷି କ୍ଷେତ୍ରର ଦୀର୍ଘସ୍ଥାୟୀ ବିକାଶ: ମୋଟ ୮୬୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ ଏହି ପଦକ୍ଷେପ ଉଦ୍ୟାନ କୃଷି ଉଦ୍ଭିଦରୁ କୃଷକଙ୍କ ଆୟ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି। ଏହା ନିମ୍ନଲିଖିତ ବିଷୟକୁ ନେଇ ଗଠିତ
6. ୧୨୦୨ କୋଟି ଟଙ୍କାର ବ୍ୟୟବରାଦ ସହିତ କୃଷି ବିଜ୍ଞାନ କେନ୍ଦ୍ରର ସୁଦୃଢ଼ିକରଣ
7. ୧,୧୧୫ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା ସହିତ ପ୍ରାକୃତିକ ସମ୍ବଳ ପରିଚାଳନା
************
P.S.