Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଯୋଶୀମଠ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଉଚ୍ଚସ୍ତରୀୟ ବୈଠକ


ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡଃ ପି କେ ମିଶ୍ର ଆଜି ଅପରାହ୍ନରେ ପିଏମଓ ଠାରେ କ୍ୟାବିନେଟ ସଚିବ, ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଜାତୀୟ ବିପର୍ଯ୍ୟୟ ପ୍ରବନ୍ଧନ କର୍ତ୍ତୃପକ୍ଷଙ୍କ ସଦସ୍ୟମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିବେ ।

ଯୋଶୀମଠର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏହି ବୈଠକରେ ଭିଡିଓ କନଫରେନ୍ସ ମାଧ୍ୟମରେ ଉପସ୍ଥିତ ରହିବେ ।

ଉତ୍ତରାଖଣ୍ଡର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମୀକ୍ଷା ବୈଠକରେ ଯୋଗ ଦେବେ ।

SR