Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରଜ ପର୍ବ ଅବସରରେ ଓଡିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଜ ପର୍ବର ସ୍ଵତନ୍ତ୍ର ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ରଜ ପର୍ବର ସ୍ଵତନ୍ତ୍ର ଅବସରରେ ଶୁଭେଚ୍ଛା । ସମାଜରେ ଆନନ୍ଦ ଏବଂ ଭାତୃଭାବକୁ ଏହି ଅବସର ମଜବୁତ କରୁ । ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ କଲ୍ୟାଣ ପାଇଁ ମୁଁ ପ୍ରାର୍ଥନା ମଧ୍ୟ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।