ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆ ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଜଗନ୍ନାଥ ପାହାଡିଆ ଜୀଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ । ନିଜର ଦୀର୍ଘ ରାଜନୈତିକ ଏବଂ ପ୍ରଶାସନିକ ଜୀବନ କାଳରେ, ସେ ସାମାଜିକ ସଶକ୍ତିକରଣ ଦିଗରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ । ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓମ୍ ଶାନ୍ତି” ।
Saddened by the demise of former Rajasthan CM, Shri Jagannath Pahadia Ji. In his long political and administrative career, he made noteworthy contributions to further social empowerment. Condolences to his family and supporters. Om Shanti.
— Narendra Modi (@narendramodi) May 20, 2021
**********
TRP/