ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପବିତ୍ର ରାମନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଭଗବାନ ରାମଚନ୍ଦ୍ରଙ୍କ ଜୀବନ ସମସ୍ତ ଯୁଗରେ ପ୍ରେରଣାଦାୟୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ରାମନବମୀର ପବିତ୍ର ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ତ୍ୟାଗ, ତପସ୍ୟା, ସଂଯମ ଓ ସଂକଳ୍ପକୁ ନେଇ ଆଧାରିତ ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ରାମଚନ୍ଦ୍ରଙ୍କ ଜୀବନ ସମସ୍ତ ଯୁଗରେ ମାନବ ସମାଜ ପାଇଁ ପ୍ରେରଣାଶକ୍ତି ହୋଇ ରହିଥିବ ।”
रामनवमी के पावन-पुनीत अवसर पर समस्त देशवासियों को अनेकानेक शुभकामनाएं। त्याग, तपस्या, संयम और संकल्प पर आधारित मर्यादा पुरुषोत्तम भगवान रामचंद्र का जीवन हर युग में मानवता की प्रेरणाशक्ति बना रहेगा।
— Narendra Modi (@narendramodi) March 30, 2023
SR