Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ପଦକ ପ୍ରଦାନ ସମାରୋହରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ପଦକ ପ୍ରଦାନ ସମାରୋହରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ପ୍ରତିରକ୍ଷା ପଦକ ପ୍ରଦାନ ସମାରୋହରେ ଯୋଗ ଦେଇଥିଲେ ଏହି ସମାରୋହରେ ବୀରତା ପୁରସ୍କାର ଏବଂ ବିଶିଷ୍ଟ ସେବା ପଦକ ପ୍ରଦାନ କରାଯାଇଥିଲା

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବୀରତା ପୁରସ୍କାର ଏବଂ ବିଶିଷ୍ଟ ସେବା ପଦକ ପ୍ରଦାନ କରାଯାଇଥିବା ସମାରୋହରେ ଯୋଗ ଦେଇଥିଲି

HS