Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ପାଇଁ ସଂସଦରେ ଆୟୋଜିତ ବିଦାୟକାଳୀନ କାର୍ଯ୍ୟକ୍ରମରେ ଭାଗ ନେଲେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ପାଇଁ ସଂସଦରେ ଆୟୋଜିତ ବିଦାୟକାଳୀନ କାର୍ଯ୍ୟକ୍ରମରେ ଭାଗ ନେଲେ ପ୍ରଧାନମନ୍ତ୍ରୀ


ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ପାଇଁ ଆଜି ସଂସଦରେ ଆୟୋଜିତ ବିଦାୟକାଳୀନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଗ ନେଇଛନ୍ତି । 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି କୋବିନ୍ଦ ଜୀଙ୍କ ପାଇଁ ସଂସଦରେ ଆୟୋଜିତ ବିଦାୟକାଳୀନ କାର୍ଯ୍ୟକ୍ରମରେ ଭାଗ ନେଇଥିଲି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ବିଭିନ୍ନ ଦଳର ନେତାମାନେ ଭାଗ ନେଇଥିଲେ ।” 

 

SR