ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି (୨୧.୧୨.୨୧ ) ପ୍ରୟାଗରାଜ ଗସ୍ତରେ ଯାଇ ବିଶେଷକରି ତୃଣମୂଳ ସ୍ତରରେ ମହିଳାଙ୍କୁ ସଶକ୍ତ କରିବା ସଂକ୍ରାନ୍ତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ପ୍ରଧାନମନ୍ତ୍ରୀ ସ୍ୱୟଂ ସହାୟକ ଗୋଷ୍ଠୀ(ଏସଏଚଜି) ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏକ ହଜାର କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି ଓ ଏହା ଦ୍ୱାରା ପାଖାପାଖି ୧୬ଲକ୍ଷ ମହିଳା ସଦସ୍ୟ ଉପକୃତ ହେବେ । ଏହି ହସ୍ତାନ୍ତରଣ ଦିନ ଦୟାଲ ଅନ୍ତଦ୍ୟୋୟ ଯୋଜନା ଜାତୀୟ ଗ୍ରାମୀଣ ଜୀବିକା ମିଶନ (DAY-NRLM) ଜରିଆରେ ହେଉଛି । ଏହା ଦ୍ୱାରା ୮୦ହଜାର ଏସଏଚଜି ଗୋଷ୍ଠୀ ନିବେଶ ପାଣ୍ଠି (ଆଇଏଫ)ରେ ଏସଏଚଜି ପିଛା ୧.୧୦ଲକ୍ଷ ଟଙ୍କା ଓ ୬୦ହଜାର ଏସଏଚଜି ଚକ୍ରୀୟ ପାଣ୍ଠି ଜରିଆର ଏସଏଚଜି ପିଛା ୧୫ହଜାର ପାଇବେ ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବ୍ୟାପାର ସମ୍ବାଦଦାତା-ସାକ୍ଷୀ (ବି.ସି ସାକ୍ଷୀ) ପ୍ରତ୍ୟେକ ୪ହଜାର ଟଙ୍କାର ପ୍ରଥମ ଛାତ୍ରବୃତ୍ତି, ୨୦ହଜାର ଟଙ୍କା ବି.ସି. ସାକ୍ଷୀଙ୍କୁ ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୨୦କୋଟି ଟଙ୍କା ‘ମୁଖ୍ୟମନ୍ତ୍ରୀ କନ୍ୟା ମଙ୍ଗଳ ଯୋଜନା’ର ଏକ ଲକ୍ଷ ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି ।
ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ହିନ୍ଦୀ ସାହିତ୍ୟର ପ୍ରଥିତଯଶା ଲେଖକ ମହାବୀର ପ୍ରସାଦ ଦ୍ୱିବେଦୀଙ୍କ ମୃତ୍ୟୁବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ କହିଲେ ଯେ ପ୍ରୟାଗରାଜ ହେଉଛି ଗଙ୍ଗା, ଯମୁନା, ସରସ୍ୱତୀର ସଂଗମସ୍ଥଳ ଓ ହଜାର ହଜାର ବର୍ଷ ଧରି ଆମର ମାତୃଶକ୍ତିର ପ୍ରତୀକ ହୋଇ ରହିଆସିଛି । ଆଜି ଏହି ତୀର୍ଥସ୍ଥଳ ମାତୃଶକ୍ତିର ବିସ୍ମୟକର ସଂଗମ ଦେଖୁଛି ।
ଉତ୍ତରପ୍ରଦେଶରେ ମହିଳା ସଶକ୍ତିକରଣ ଦିଗରେ ଯାହାସବୁ ହୋଇଛି, ସମଗ୍ର ଦେଶ ତାହାର ସାକ୍ଷୀ ରହିଛି । ମୁଖମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଯାହା ଅଧୀନରେ ଥିବା ଏକ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଆଉ ଯେଉଁ କୋଟି କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି, ଏହା ଗ୍ରାମୀଣ ଗରିବ ଏବଂ ଝିଅମାନଙ୍କ ପାଇଁ ଏକ ଆସ୍ଥାର ବିଷୟ ହୋଇଛି ।
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଡବଲ ଇଞ୍ଜିନ ସରକାର ଯୋଗୁଁ ଉତ୍ତରପ୍ରଦେଶରେ ମହିଳାମାନଙ୍କ ସମ୍ମାନ, ମର୍ଯ୍ୟାଦା ଓ ସୁରକ୍ଷା ଯେପରି ସୁନିଶ୍ଚିତ ହୋଇପାରିଛି ତାହା ଅତୁଳନୀୟ । ଉତ୍ତରପ୍ରଦେଶର ମହିଳା ପୂର୍ବ ପରିସ୍ଥିତିର ପୁନରାବୃଦ୍ଧି ର ସୁଯୋଗ ଦେବେ ନାହିଁ ବୋଲି ସ୍ଥିର କରୁଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ବେଟି ବଚାଓ, ବେଟୀ ପଢାଓ ଅଭିଯାନ ଅଧୀନରେ ସରକାର ଲିଙ୍ଗ ବାଛି ଗର୍ଭପାତ ନ କରିବା ନେଇ ସଚେତନତା ସୃଷ୍ଟି କରୁଛନ୍ତି । ଏହାଫଳରେ ଅନେକ ରାଜ୍ୟରେ ଝିଅମାନଙ୍କ ସଂଖ୍ୟାରେ ବୃଦ୍ଧି ଘଟୁଛି । ସରକାର ଗର୍ଭବତୀ ମହିଳାଙ୍କ ଟୀକାକରଣ ଉପରେ ଗୁରୁତ୍ୱଆରୋପ କରୁଥିବାବେଳେ ଆନୁଷ୍ଠାନିକ ପ୍ରସବ ଓ ଗର୍ଭବସ୍ଥାରେ ପୌଷ୍ଟିକତା ଉପରେ ମଧ୍ୟ ଗୁରୁତ୍ୱ ଦେଉଛନ୍ତି । ଉପଯୁକ୍ତ ଆହାର ଯତ୍ନ ନିମନ୍ତେ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଅଧୀନରେ ପ୍ରତ୍ୟେକ ଗର୍ଭବତୀ ମହିଳାଙ୍କ ବ୍ୟାଙ୍କ ଖାତାରେ ପାଂଚହଜାର ଟଙ୍କା ଜମା କରାଯାଉଛି ।
ମହିଳାମାନଙ୍କ ମର୍ଯ୍ୟାଦା ବୃଦ୍ଧି ନିମନ୍ତେ ନିଆଯାଉଥିବା କେତେକ ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ସ୍ୱଚ୍ଛ ଭାରତ ମିଶନ ଅଧୀନରେ କୋଟି କୋଟି ଶୌଚାଳୟ ନିର୍ମାଣ, ଉଜ୍ଜ୍ୱଳା ଯୋଜନା ଅଧୀନରେ ଗ୍ୟାସ ସଂଯୋଗ ସୁବିଧା, ଘରକୁ ପାଇପ ଯୋଗେ ଜଳ ଯାହାକି ଭଉଣୀମାନଙ୍କ ଜୀବନରେ ଏକ ନୂତନ ସୁବିଧା ଆଣି ଦେଇଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯୁଗ ଯୁଗ ଧରି ଘର ସମ୍ପତ୍ତିବାଡି କେବଳ ପୁରୁଷମାନଙ୍କ ଅଧିକାର ବୋଲି ସାବ୍ୟସ୍ତ ହୋଇ ଆସୁଥିଲା । ଏହି ଅସାମନତା ଦୂର କରିବା ସରକାର ଯୋଜନା କରିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏହାର ସର୍ବଶ୍ରେଷ୍ଠ ଉଦାହରଣ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ନିର୍ମିତ ହେଉଥିବା ଅଧିକାଂଶ ଘର ମହିଳାମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ପ୍ରଦାନ କରାଯାଉଛି ।
କର୍ମନିଯୁକ୍ତି ଓ ପରିବାରର ଆୟ ବୃଦ୍ଧି ଦିଗରେ ଲାଗୁ ଯୋଜନାରେ ମହିଳାମାନଙ୍କୁ ସମଭାଗୀ କରାଯାଇଛି । ଆଜି ମୁଦ୍ରା ଯୋଜନା ଗ୍ରାମାଞ୍ଚଳରୁ ମଧ୍ୟ ମହିଳାମାନଙ୍କୁ ଉଦ୍ୟୋଗପତି ହେବାକୁ ପ୍ରୋତ୍ସାହିତ କରୁଛି । ଦିନଦୟାଲ ଅନ୍ତଦ୍ୟୋୟ ଯୋଜନା ଅଧୀନରେ ମହିଳାମାନଙ୍କୁ ସ୍ୱୟଂ ସହାୟକ ଗୋଷ୍ଠୀ ଓ ଗ୍ରାମାଞ୍ଚଳ ସଂଗଠନ ସହ ଯୋଡାଯାଇଛି । “ମୁଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଭଉଣୀମାନଙ୍କୁ ଆତ୍ମନିର୍ଭର ଭାରତ ଅଭିଯାନର ଶ୍ରେଷ୍ଠ ବୋଲି ମନେ କରେ । ଏହି ସ୍ୱୟଂ ସହାୟକ ଗୋଷ୍ଠୀଗୁଡିକ ବାସ୍ତବରେ ଜାତୀୟ ସହାୟକ ଗୋଷ୍ଠୀ ବୋଲି ପ୍ରଧାନମନ୍ତ୍ରୀ ଜୋର ଦେଇ କହିଥିଲେ ।
ଡବଲ ଇଞ୍ଜିନ ସରକାର କୌଣସି ବାଛବିଚାର ନ ରଖି ଝିଅମାନଙ୍କର ଭବିଷ୍ୟତକୁ ସଶକ୍ତ କରିବା ପାଇଁ ଅବିରତ ସଂଗ୍ରାମ କରି ଚାଲିଛି । ସେ ମଧ୍ୟ ଝିଅମାନଙ୍କ ଆଇନଗତ ବିବାହ ବୟସ ନେଇ ନିଆହୋଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମଧ୍ୟ କହିଥିଲେ । “ଆଗରୁ ପୁଅମାନଙ୍କ ବିବାହ ବୟସ ଆଇନତଃ ୨୧ ଥିଲା, ମାତ୍ର ଝିଅମାନଙ୍କ କ୍ଷେତ୍ରରେ ଏହା ୧୮ ଥିଲା । ଝିଅମାନେ ମଧ୍ୟ ସେମାନଙ୍କ ପାଠପଢିବା ଓ ସମାନ ସୁଯୋଗ ପାଇଁ ଚାହୁଁଥିଲେ । ସେଥିପାଇଁ ଝିଅମାନଙ୍କ ବିବାହ ବୟସ ୨୧କୁ ବୃଦ୍ଧି କରିବାକୁ ଉଦ୍ୟମ ଚାଲିଛି । ଦେଶ ଝିଅମାନଙ୍କ ପାଇଁ ଏ ନିଷ୍ପତ୍ତି ନେଉଛି ବୋଲି ଶ୍ରୀ ମୋଦୀ କହିଥିଲେ ।
ନିକଟରେ ଆଇନ ଶୃଙ୍ଖଳା ବ୍ୟବସ୍ଥାରେ ଅନେକ ଉନ୍ନତି ହୋଇଛି ବୋଲି ଶ୍ରୀ ମୋଦି କହିଥିଲେ । ମାଫିଆରାଜ ଓ ଆଇନ ଶାସନ ହୀନତାର ମୂଳୋତ୍ପାଟନର ସବୁଠାରୁ ଅଧିକ ସୁବିଧା ୟୁପିର ଝିଅମାନେ ପାଉଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିବାରୁ ସେ ତାଙ୍କୁ ଧନ୍ୟବାଦ ଜଣାଇଥିଲେ ।
ପ୍ରଧାନମନ୍ତ୍ରୀ କହିଥିଲେ ଯେ “ଆଜି ଉତ୍ତପ୍ରଦେଶରେ ସୁରକ୍ଷା ଓ ଅଧିକାର ଉଭୟ ରହିଛି । ଆଜି ୟୁପିରେ ସମ୍ଭାବନା ଓ ବ୍ୟବସାୟ ଉଭୟ ରହିଛି । ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ ମାଆ ଓ ଉଭଣୀଙ୍କ ଆଶୀର୍ବାଦରେ କେହି ବି ଏହି ନୂତନ ୟୁପିକୁ ଅନ୍ଧକାର ମଧ୍ୟକୁ ଠେଲି ଦେଇପାରିବେ ନାହିଁ ।
प्रयागराज हजारों सालों से हमारी मातृशक्ति की प्रतीक माँ गंगा-यमुना-सरस्वती के संगम की धरती रही है।
आज ये तीर्थ नगरी नारी-शक्ति के इतने अद्भुत संगम की भी साक्षी बन रही है: PM @narendramodi
— PMO India (@PMOIndia) December 21, 2021
बेटियाँ भी चाहती थीं कि उन्हें उनकी पढ़ाई लिखाई के लिए, आगे बढ़ने के लिए समय मिले, बराबर अवसर मिलें।
इसलिए, बेटियों के लिए शादी की उम्र को 21 साल करने का प्रयास किया जा रहा है।
देश ये फैसला बेटियों के लिए कर रहा है, लेकिन किसको इससे तकलीफ हो रही है, ये सब देख रहे हैं: PM
— PMO India (@PMOIndia) December 21, 2021
आज यूपी में सुरक्षा भी है, अधिकार भी हैं।
आज यूपी में संभावनाएं भी हैं, व्यापार भी है।
मुझे पूरा विश्वास है, जब हमारी माताओं बहनों का आशीर्वाद है, इस नई यूपी को कोई वापस अंधेरे में नहीं धकेल सकता: PM @narendramodi
— PMO India (@PMOIndia) December 21, 2021
****
SM / SLP
Addressing a programme in Prayagraj. #NariShaktiDeshKiShakti https://t.co/2njX6mz9zB
— Narendra Modi (@narendramodi) December 21, 2021
प्रयागराज हजारों सालों से हमारी मातृशक्ति की प्रतीक माँ गंगा-यमुना-सरस्वती के संगम की धरती रही है।
— PMO India (@PMOIndia) December 21, 2021
आज ये तीर्थ नगरी नारी-शक्ति के इतने अद्भुत संगम की भी साक्षी बन रही है: PM @narendramodi
यूपी में विकास के लिए, महिलाओं के सशक्तीकरण के लिए जो काम हुआ है, वो पूरा देश देख रहा है: PM @narendramodi
— PMO India (@PMOIndia) December 21, 2021
अभी यहाँ मुझे मुख्यमंत्री कन्या सुमंगला योजना की एक लाख से ज्यादा लाभार्थी बेटियों के खातों में करोड़ों रुपए ट्रान्सफर करने का सौभाग्य मिला।
— PMO India (@PMOIndia) December 21, 2021
ये योजना गाँव-गरीब के लिए, बेटियों के लिए भरोसे का बहुत बड़ा माध्यम बन रही है: PM @narendramodi
उत्तर प्रदेश की महिलाओं ने, माताओं-बहनों-बेटियों ने ठान लिया है- अब वो पहले की सरकारों वाला दौर, वापस नहीं आने देंगी।
— PMO India (@PMOIndia) December 21, 2021
डबल इंजन की सरकार ने यूपी की महिलाओं को जो सुरक्षा दी है, जो सम्मान दिया है, उनकी गरिमा बढ़ाई है, वो अभूतपूर्व है: PM @narendramodi
बेटियां कोख में ही ना मारी जाएं, वो जन्म लें, इसके लिए हमने 'बेटी बचाओ, बेटी पढ़ाओ' अभियान के माध्यम से समाज की चेतना को जगाने का प्रयास किया।
— PMO India (@PMOIndia) December 21, 2021
आज परिणाम ये है कि देश के अनेक राज्यों में बेटियों की संख्या में बहुत वृद्धि हुई है: PM @narendramodi
हमने गर्भवती महिलाओं के टीकाकरण, अस्पतालों में डिलिवरी और गर्भावस्था के दौरान पोषण पर विशेष ध्यान दिया।
— PMO India (@PMOIndia) December 21, 2021
प्रधानमंत्री मातृवंदना योजना के तहत गर्भावस्था के दौरान 5 हज़ार रुपए महिलाओं के बैंक खाते में जमा किए जाते हैं, ताकि वो उचित खान-पान का ध्यान रख सकें: PM @narendramodi
स्वच्छ भारत मिशन के तहत करोड़ों शौचालय बनने से,
— PMO India (@PMOIndia) December 21, 2021
उज्जवला योजना के तहत गरीब से गरीब बहनों को गैस कनेक्शन की सुविधा मिलने से,
घर में ही नल से जल आने से,
बहनों के जीवन में सुविधा भी आ रही है और उनकी गरिमा में भी वृद्धि हुई है: PM @narendramodi
दशकों तक ऐसी व्यवस्था रही कि घर और घर की संपत्ति को केवल पुरुषों का ही अधिकार समझा जाने लगा।
— PMO India (@PMOIndia) December 21, 2021
घर है तो किसके नाम? पुरुषों के नाम।
खेत है तो किसके नाम? पुरुषों के नाम।
नौकरी, दुकान पर किसका हक? पुरुषों का: PM @narendramodi
आज हमारी सरकार की योजनाएं, इस असमानता को भी दूर कर रही हैं।
— PMO India (@PMOIndia) December 21, 2021
प्रधानमंत्री आवास योजना इसका सबसे बड़ा उदाहरण है।
प्रधानमंत्री आवास योजना के तहत जो घर दिये जा रहे हैं, वो प्राथमिकता के आधार पर महिलाओं के ही नाम से बन रहे हैं: PM @narendramodi
रोजगार के लिए, परिवार की आमदनी बढ़ाने के लिए जो योजनाएँ देश चला रहा है, उसमें भी महिलाओं को बराबर का भागीदार बनाया जा रहा है।
— PMO India (@PMOIndia) December 21, 2021
मुद्रा योजना आज गांव-गांव में, गरीब परिवारों से भी नई-नई महिला उद्यमियों को प्रोत्साहित कर रही है: PM @narendramodi
दीनदयाल अंत्योदय योजना के जरिए भी देश भर में महिलाओं को सेल्फ हेल्प ग्रुप्स और ग्रामीण संगठनों से जोड़ा जा रहा है।
— PMO India (@PMOIndia) December 21, 2021
महिला स्वयं सहायता समूह की बहनों को तो मैं आत्मनिर्भर भारत अभियान की चैपिंयन मानता हूं।
ये स्वयं सहायता समूह, असल में राष्ट्र सहायता समूह हैं: PM @narendramodi
बिना किसी भेदभाव, बिना किसी पक्षपात, डबल इंजन की सरकार, बेटियों के भविष्य को सशक्त करने के लिए निरंतर काम कर रही है।
— PMO India (@PMOIndia) December 21, 2021
अभी कुछ दिन पहले ही केंद्र सरकार ने एक और फैसला किया है।
पहले बेटों के लिए शादी की उम्र कानूनन 21 साल थी, लेकिन बेटियों के लिए ये उम्र 18 साल ही थी: PM
बेटियाँ भी चाहती थीं कि उन्हें उनकी पढ़ाई लिखाई के लिए, आगे बढ़ने के लिए समय मिले, बराबर अवसर मिलें।
— PMO India (@PMOIndia) December 21, 2021
इसलिए, बेटियों के लिए शादी की उम्र को 21 साल करने का प्रयास किया जा रहा है।
देश ये फैसला बेटियों के लिए कर रहा है, लेकिन किसको इससे तकलीफ हो रही है, ये सब देख रहे हैं: PM
5 साल पहले यूपी की सड़कों पर माफियाराज था!
— PMO India (@PMOIndia) December 21, 2021
यूपी की सत्ता में गुंडों की हनक हुआ करती थी!
इसका सबसे बड़ा भुक्तभोगी कौन था?
मेरे यूपी की बहन बेटियाँ थीं।
उन्हें सड़क पर निकलना मुश्किल हुआ करता था। स्कूल, कॉलेज जाना मुश्किल होता था: PM @narendramodi
आप कुछ कह नहीं सकती थीं, बोल नहीं सकती थीं।
— PMO India (@PMOIndia) December 21, 2021
क्योंकि थाने गईं तो अपराधी, बलात्कारी की सिफ़ारिश में किसी का फोन आ जाता था।
योगी जी ने इन गुंडों को उनकी सही जगह पहुंचाया है: PM @narendramodi
आज यूपी में सुरक्षा भी है, अधिकार भी हैं।
— PMO India (@PMOIndia) December 21, 2021
आज यूपी में संभावनाएं भी हैं, व्यापार भी है।
मुझे पूरा विश्वास है, जब हमारी माताओं बहनों का आशीर्वाद है, इस नई यूपी को कोई वापस अंधेरे में नहीं धकेल सकता: PM @narendramodi
2014 में जब हमने मां भारती के बड़े सपनों को साकार करने का बीड़ा उठाया, तो सबसे पहले देश की बेटी के विश्वास को नई ऊर्जा देने का प्रयास शुरू किया।
— Narendra Modi (@narendramodi) December 21, 2021
‘बेटी बचाओ, बेटी पढ़ाओ’ अभियान से समाज की चेतना को जगाने का आज परिणाम ये है कि अनेक राज्यों में बेटियों की संख्या में वृद्धि हुई है। pic.twitter.com/GZPnFlCHHp
संपत्ति के अधिकार को लेकर जो असमानताएं थीं, उन्हें हमारी सरकार की योजनाएं कैसे दूर कर रही हैं, इसका सबसे बड़ा उदाहरण है- प्रधानमंत्री आवास योजना।
— Narendra Modi (@narendramodi) December 21, 2021
इस योजना के तहत ही पहली बार यूपी में 25 लाख महिलाओं के नाम उनका घर हुआ है। यही तो होता है सशक्तिकरण, यही तो होता है विकास! pic.twitter.com/ArVt5h9p3h
महिला स्वयं सहायता समूह की बहनों को मैं आत्मनिर्भर भारत अभियान की चैंपियन मानता हूं। इनके स्वयं सहायता समूह, असल में राष्ट्र सहायता समूह हैं। pic.twitter.com/VymMa7fEaB
— Narendra Modi (@narendramodi) December 21, 2021
डबल इंजन की सरकार बिना किसी भेदभाव और पक्षपात के बेटियों के भविष्य को सशक्त करने के लिए निरंतर काम कर रही है। इसीलिए बेटियों की शादी की उम्र को 18 साल से बढ़ाकर 21 साल करने का प्रयास किया जा रहा है। pic.twitter.com/SleBtfY8AV
— Narendra Modi (@narendramodi) December 21, 2021
आज यूपी में सुरक्षा भी है, अधिकार भी हैं।
— Narendra Modi (@narendramodi) December 21, 2021
आज यूपी में संभावनाएं भी हैं, व्यापार भी है। pic.twitter.com/E3gEfqSmFF