ଲେହ ନିକଟରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସେନା କର୍ମଚାରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ଆହତଙ୍କ ସେ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ଲେହ ନିକଟରେ ଆମେ ଭାରତୀୟ ସେନାର କର୍ମଚାରୀଙ୍କୁ ହରାଇଥିବାରୁ ମର୍ମାହତ । ଦେଶ ପ୍ରତି ସେମାନଙ୍କ ସେବା ସର୍ବଦା ସ୍ମରଣୀୟ ହୋଇରହିବ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଯେଉଁମାନେ ଆହତ ହୋଇଛନ୍ତି ସେମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’ ।
Pained by the mishap near Leh in which we have lost personnel of the Indian Army. Their rich service to the nation will always be remembered. Condolences to the bereaved families. May those who are injured recover at the earliest: PM @narendramodi
— PMO India (@PMOIndia) August 19, 2023
SR