Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶପଥ ଗ୍ରହଣ କରିଥିବା ଶ୍ରୀ ସିଦ୍ଧରମୈୟା ଓ ଶ୍ରୀ ଡିକେ ଶିବକୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସିଦ୍ଧରମୈୟା ଓ ଶ୍ରୀ ଡିକେ ଶିବକୁମାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ @siddaramaiah ଜୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ @DKShivakumar ଜୀଙ୍କୁ ଅଭିନନ୍ଦନ । ଉପଯୋଗୀ କାର୍ଯ୍ୟକାଳ ପାଇଁ ମୋର ଶୁଭକାମନା ।” 

“ಕರ್ನಾಟಕದ ಮುಖ್ಯಮಂತ್ರಿಯಾಗಿ ಪ್ರಮಾಣ ವಚನ ಸ್ವೀಕರಿಸಿದ ಶ್ರೀ @siddaramaiah ಜೀ ಮತ್ತು ಉಪಮುಖ್ಯಮಂತ್ರಿಯಾಗಿ ಪ್ರಮಾಣವಚನ ಸ್ವೀಕರಿಸಿದ ಶ್ರೀ @DKShivakumar ಜೀ ಅವರಿಗೆ ಅಭಿನಂದನೆಗಳು. ಫಲಪ್ರದ ಅಧಿಕಾರಾವಧಿಗಾಗಿ ನನ್ನ ಶುಭ ಹಾರೈಕೆಗಳು.”

 

SR