Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀମତୀ ସୁଧା ମୂର୍ତ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରାଯିବା ନେଇ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀମତୀ ସୁଧା ମୂର୍ତ୍ତିଙ୍କ ରାଜ୍ୟସଭା ନାମାଙ୍କନ କୁ ନେଇ ଖୁସି ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି –

ମୁଁ ଆନନ୍ଦିତ ଯେ ଭାରତର ରାଷ୍ଟ୍ରପତି @SmtSudhaMurty ଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି। ସାମାଜିକ କାର୍ଯ୍ୟ, ପରୋପକାର ଏବଂ ଶିକ୍ଷା ସମେତ ବିଭିନ୍ନ କ୍ଷେତ୍ରରେ ସୁଧାଜୀଙ୍କ ଅବଦାନ ଅତୁଳନୀୟ ଏବଂ ପ୍ରେରଣାଦାୟକ । ରାଜ୍ୟସଭାରେ ତାଙ୍କର ଉପସ୍ଥିତି ଆମ ‘ନାରୀ ଶକ୍ତି’ର ଏକ ଶକ୍ତିଶାଳୀ ପ୍ରମାଣ, ଯାହା ଆମ ଦେଶର ଭାଗ୍ୟ ଗଠନରେ ମହିଳାଙ୍କ ଶକ୍ତି ଏବଂ ସାମର୍ଥ୍ୟର ଉଦାହରଣ। ତାଙ୍କ ସଫଳ ସଂସଦୀୟ କାର୍ଯ୍ୟକାଳ କାମନା କରୁଛି।

 

BS