ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୧୪୦ କୋଟି ଲୋକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ମୁଁ ଭାରତର ୧୪୦ କୋଟି ଲୋକଙ୍କ ସହ ମିଶି ମହାନ୍ ଅଟଳ ଜୀଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଉଛି । ତାଙ୍କ ନେତୃତ୍ୱରେ ଭାରତ ବେଶ୍ ଉପକୃତ ହୋଇଥିଲା । ଆମ ଦେଶର ବିକାଶ ଏବଂ ଅନେକ କ୍ଷେତ୍ରରେ ଦେଶକୁ ଏକବିଂଶ ଶତାବ୍ଦୀକୁ ନେବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ’ ।
I join the 140 crore people of India in paying homage to the remarkable Atal Ji on his Punya Tithi. India benefitted greatly from his leadership. He played a pivotal role in boosting our nation’s progress and in taking it to the 21st century in a wide range of sectors.
— Narendra Modi (@narendramodi) August 16, 2023
SR
I join the 140 crore people of India in paying homage to the remarkable Atal Ji on his Punya Tithi. India benefitted greatly from his leadership. He played a pivotal role in boosting our nation's progress and in taking it to the 21st century in a wide range of sectors.
— Narendra Modi (@narendramodi) August 16, 2023