Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀ ଗୁରୁ ଗ୍ରନ୍ଥ ସାହିବ ଜୀଙ୍କ ପ୍ରକାଶ ପୁରବ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କ ପ୍ରକାଶ ପୁରବ ଅବସରରେ ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଶ୍ରୀ ଗୁରୁ ଗ୍ରନ୍ଥ ସାହେବ ଜୀଙ୍କର ପବିତ୍ର ପ୍ରକାଶ ପୁରବ ଅବସରରେ ଶୁଭେଚ୍ଛା, ଯାହାର ଶ୍ରେଷ୍ଠ ନୀତି, ଦୟା, ନ୍ୟାୟ ଏବଂ ସମାନତା ଉପରେ ଗୁରୁତ୍ୱ ସମଗ୍ର ମାନବଜାତିକୁ ମାର୍ଗଦର୍ଶନ କରେ

 

HS