Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଶୁଭେଚ୍ଛା । ଏକ ନ୍ୟାୟପୂର୍ଣ୍ଣ ଓ ଦୟାଶୀଳ ସମାଜ ଗଠନ ପାଇଁ ଆମ ଉଦ୍ୟମକୁ ତାଙ୍କ ମହତ ବାଣୀ ଦିଗଦର୍ଶନ ପ୍ରଦାନ କରି ଚାଲିଥାଉ ।”  

 

SR