ଶ୍ରୀ ଭବାନୀ ସିଂ ଜୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକଟ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ସହ-ସଂଗଠନ ମହାମନ୍ତ୍ରୀ ଶ୍ରୀ ଭବାନୀ ସିଂ ଜୀଙ୍କ ଦେହାନ୍ତରେ ଗଭୀର ଶୋକ ବ୍ୟକ୍ତ କରିବା ସହିତ ତାଙ୍କର ବିନମ୍ର ଏବଂ କଠିନ ପରିଶ୍ରମକୁ ସ୍ମରଣ କରିଛନ୍ତି । ସଂଗଠନ ଏବଂ ଜନ ସେବାରେ ଶ୍ରୀ ଭବାନୀ ସିଂଙ୍କ ଅବଦାନକୁ ମଧ୍ୟ ପ୍ରଧାନମନ୍ତ୍ରୀ ମନେ ପକାଇଛନ୍ତି । ଦିବଙ୍ଗତ ଆତ୍ମାର ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ଶ୍ରୀ ମୋଦୀ ପ୍ରାର୍ଥନା କରିଛନ୍ତି ।
**********
TRP/
उत्तर प्रदेश भाजपा के सह-संगठन महामंत्री भवानी सिंह जी के निधन से अत्यंत दुख हुआ है। उन्होंने राज्य में भाजपा को मजबूत करने में अपना बहुमूल्य योगदान दिया। विनम्र, कर्मठ भवानी सिंह जी का पूरा जीवन जनसेवा में समर्पित रहा है। ईश्वर दिवंगत आत्मा को शांति प्रदान करे। ओम शांति!
— Narendra Modi (@narendramodi) May 5, 2021