Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

‘ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ମୋର ଶ୍ରଦ୍ଧାଞ୍ଜଳି’ ।

SR