Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସଫଳତାର ସହ ସିବିଏସଇ ପରୀକ୍ଷା ପାସ କରିଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଫଳତାର ସହ ସିବିଏସଇ ପରୀକ୍ଷା ପାସ୍ କରିଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ସେ ଶୁଭକାମନା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସଫଳତାର ସହ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ପାସ୍ କରିଥିବା ଯୁବ ବନ୍ଧୁମାନଙ୍କୁ ଅଭିନନ୍ଦନ । ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ମୋର ଶୁଭେଚ୍ଛା ।”

 

SR