Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସହୀଦ ଦିବସରେ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସହିତ ଦିବସ ଅବସରରେ ଦେଶ ପାଇଁ ସେମାନଙ୍କର ସେର୍ବାଚ୍ଚ ବଳିଦାନକୁ ସମ୍ମାନ ଜଣାଇ ମହାନ ସ୍ୱାଧୀନତା ସଂଗ୍ରାମୀ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆଜି, ଆମ ଦେଶ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କ ସର୍ବୋଚ୍ଚ ବଳିଦାନକୁ ମନେ ପକାଉଛି । ସ୍ୱାଧୀନତା ଏବଂ ନ୍ୟାୟ ପାଇଁ ସେମାନଙ୍କର ନିର୍ଭୀକ ପ୍ରୟାସ ଆମ ସମସ୍ତଙ୍କୁ ପ୍ରେରଣା ଦେଇ ଚାଲିଛି ।”

 

SR