Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଥିବାରୁ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ଭାରତର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଜଷ୍ଟିସ୍ ସଞ୍ଜୀବ ଖାନ୍ନାଙ୍କ ଶପଥ ଗ୍ରହଣ ଉତ୍ସବରେ ଭାଗ ନେଲି, ଯିଏ କି ଭାରତର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କ କାର୍ଯ୍ୟକାଳ ପାଇଁ ବହୁତ ଶୁଭେଚ୍ଛା ।”

    SR