Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସିଲେ ସଦ୍‌ଗୁରୁ ଜଗ୍‌ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି : ପ୍ରଧାନମନ୍ତ୍ରୀ


 

 

ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସେ ସଦ୍ଗୁରୁ ଜଗ୍ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି ବୋଲି ମନ୍ତବ୍ୟ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲିପରୀକ୍ଷା ପେ ଚର୍ଚ୍ଚା ଚତୁର୍ଥ ଏପିସୋଡ ଦେଖିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି

ମାଇଗଭ୍ଇଣ୍ଡିଆ ପକ୍ଷରୁ ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି :

ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି କଥା ଆସେ, ସେତେବେଳେ ସଦ୍ଗୁରୁ ଜଗ୍ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱମାନଙ୍କ ମଧ୍ୟରେ ଅନ୍ୟତମ ରହିଥାନ୍ତି ମୁଁ ସମସ୍ତ ପରୀକ୍ଷା ଯୋଦ୍ଧା, ଏପରିକି ତାଙ୍କର ମାତାପିତା ଏବଂ ଶିକ୍ଷକମାନଙ୍କୁ ଆସନ୍ତାକାଲି, ଫେବୃଆରୀ ୧୫ରେପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବାକୁ ଅନୁରୋଧ କରୁଛି

 

SR