Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ସ୍ପେନ୍ ସମ୍ପର୍କକୁ ଆହୁରି ମଜଭୁତ କରିବା, ଏକ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମ ବନ୍ଧୁତା ଏବଂ ସହଯୋଗ ବଢ଼ାଇବାକୁ ଆଶା ରଖିଛି ।’

 

 SR