Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ନିଜ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟଟନ ପାଇଁ ପ୍ରସିଦ୍ଧ ଏହି ରାଜ୍ୟବାସୀଙ୍କ ଜୀବନ ସଦା ସମୃଦ୍ଧ ଓ ସୌହାର୍ଦ୍ଦ୍ୟରେ ଭରା ରହୁ ବୋଲି କାମନା ।  

 

SR